www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ୧୮୩ ଆକ୍ରାନ୍ତ ଚିହ୍ନଟ; ଜଣେ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୮୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ମୃତକ କେନ୍ଦ୍ରାପଡା ଜିଲାର ବୋଲି ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୩୦ ଜଣ ରହିଛନ୍ତି । ସଂଗରୋଧରୁ ୧୦୮ ଏବଂ ସ୍ଥାନୀୟ ସଂକ୍ରମିତ ୭୫ ଜଣଙ୍କୁ ଚିହ୍ନଟ କରାଯାଇଛି । ଅନଗୁଳରେ ୩, ବାଲେଶ୍ୱର ୨, ବରଗଡ ୧, କଟକ ୧୩, ଦେବଗଡ ୮, ଗଞ୍ଜାମ ୧, ଜଗତସିଂହପୁରରେ ୫ ଚିହ୍ନଟ ହୋଇଛନ୍ତି । ଯାଜପୁର ୩, ଝାରସୁଗୁଡା ୩, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୯୯, ମୟୁରଭଞ୍ଜ ୧, ନୟାଗଡ ୪, ରାୟଗଡା ୧, ସମ୍ବଲପୁର ୭, ସୋନପୁର ୧, ସୁନ୍ଦରଗଡ ୬ ଏବଂ ଷ୍ଟେଟପୁଲରୁ ୨୩ ଜଣଙ୍କୁ ଚିହ୍ନଟ କରାଯାଇଛି ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories