www.samajalive.in
Monday, December 15, 2025
16.1 C
Bhubaneswar

ପଲ୍ଲୀକବିଙ୍କ ଜୟନ୍ତୀ ପାଳିତ

ଚୌଦ୍ୱାର : ସ୍ଥାନୀୟ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ପଲ୍ଲୀକବି ନନ୍ଦ କିଶୋର ବଳଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଉତ୍କଳ ପୂଜନ ପରିଷଦ ଓ ବିବେକାନନ୍ଦ ସାହିତ୍ୟ ସଂସଦ ମିଳିତ ଆନୁକୁଲ୍ୟରେ ପରିଷଦର ସଭାପତି କୈଳାସ ଚନ୍ଦ୍ର ବରାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାଲାକାର ସିଦ୍ଧେଶ୍ୱର ନାୟକ, ରାଜେଶ ଓଝା, ତୋଫାନୀ ବାବା, ବାମନ ବାବା, ଡ. ବସନ୍ତ କୁମାରୀ ନନ୍ଦ, ହରିହର ନାୟକ, ଜନାର୍ଦ୍ଦନ ଦାସ, ସମରେନ୍ଦ୍ର ଷଢ଼ଙ୍ଗୀ, ସୁଶାନ୍ତ ସେଠୀ ପ୍ରମୁଖ ପଲ୍ଲୀକବିଙ୍କ ଜୀବନୀ ଓ ତାଙ୍କ ସାରସ୍ୱତ ସୃଷ୍ଠି ସମ୍ପର୍କରେ ଆଲୋଚନା କରିଥିଲେ । ସଂସଦ ସମ୍ପାଦକ ମାନସ କୁମାର ସାହୁ ସ୍ୱାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories