www.samajalive.in
Thursday, December 11, 2025
14.1 C
Bhubaneswar

ଜାଡରେ ଥରୁଛି ଓଡିଶା ; ୧୦ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା

ଭୁବନେଶ୍ୱର : ପ୍ରବଳ ଜାଡରେ ଥରୁଛି ସାରା ଓଡିଶା। ରାଜ୍ୟର ୧୧ ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ୬.୫ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡି ଓ ସୁନ୍ଦରଗଡରେ ତାପମାତ୍ରାରେ ୭.୫ ଡିଗ୍ରୀ । ସୁବର୍ଣ୍ଣପୁର ୮.୨,ଟିଟିଲାଗଡ ୮.୩, କେନ୍ଦୁଝର ୮.୬,ଝାରସୁଗୁଡା ୮.୮, ଭବାନୀପାଟଣା ଓ ବୌଦ୍ଧ ୯ ଡିଗ୍ରୀ । ହୀରାକୁଦ ୯.୫, କୋରାପୁଟରେ ୯.୬ ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୧୨.୪, କଟକ ୧୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories