www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲରୁ ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୧ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୧୩, କଟକ ୮, ବରଗଡ଼ ୬, ଭଦ୍ରକ, ଗଜପତି, ବାଲେଶ୍ୱରରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୪, ଝାରସୁଗୁଡା ୫, ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ, ନୂଆପଡା, ପୁରୀ, ଅନୁଗୁଳ, ସମ୍ବଲପୁରରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ, କେନ୍ଦ୍ରାପଡା, ବଲାଙ୍ଗୀର, ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି ।  ଗୋଟିଏ ଦିନରେ କରୋନା ଭୂତାଣୁ ନେଇଛି ଜଣଙ୍କ ଜୀବନ । ଆକ୍ରାନ୍ତ ଜଣକ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ରାଜ୍ୟରେ ମୋଟ ୧୦,୪, ୬୦୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ମୋଟ୍ ଆକ୍ଟିଭ୍ କେସ୍ ରହିଛି ୧, ୬୬୪ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories