www.samajalive.in
Monday, December 8, 2025
27.1 C
Bhubaneswar

ଶୀତରୁ ସାମାନ୍ୟ ଆଶ୍ୱସ୍ତି ; ସବୁଠୁ ଥଣ୍ଡା ସହର ସୁନ୍ଦରଗଡ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ମିଳିଲା ଶୀତରୁ ସାମାନ୍ୟ ଆଶ୍ୱସ୍ତି। ଗତ କିଛିଦିନ ମଧ୍ୟ ପ୍ରବଳ ଜାଡ ଅନୁଭବ ହୋଇଥିବା ବେଳେ ଆଜି ଏଥିରେ ସାମାନ୍ୟ ପରିବର୍ତ୍ତନ ଘଟିଛି। ଏହାସହ ୯ ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ ଥିବା ନେଇ ରେକର୍ଡ କରାଯାଇଛି। ୮ ଡିଗ୍ରୀ ତାପମାତ୍ରା ସହ ସୁନ୍ଦରଗଡ ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡି ଓ ଫୁଲବାଣୀରେ ତାପମାତ୍ରାରେ ୮.୫ ଡିଗ୍ରୀ। ଟିଟିଲାଗଡ ୮.୫, ବୌଦ୍ଧ ୧୦, କେନ୍ଦୁଝର ୧୦.୪, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ଝାରସୁଗୁଡାରେ ତାପମାତ୍ରା ୧୧ ଡିଗ୍ରୀ। କଟକରେ ୧୩.୫ ଓ ଭୁବନେଶ୍ୱରରେ ତାପାମତ୍ରା ୧୪.୬ ରେକର୍ଡ କରାଯାଇଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories