www.samajalive.in
Saturday, December 13, 2025
26.1 C
Bhubaneswar

ବଡ଼ଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ବଡ଼ ଦିନ । ଧରାପୃଷ୍ଟରେ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ । ରାଜ୍ୟବାସୀଙ୍କୁ ବଡ଼ଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖ୍ରୀଷ୍ଟମାସର ଏହି ଆନନ୍ଦ ଉତ୍ସବରେ ସମସ୍ତଙ୍କୁ ଶୁଭେଚ୍ଛା। ଟ୍ୱିଟରରେ ରାଜ୍ୟବାସୀଙ୍କୁ ବଡ଼ଦିନର ଶୁଭେଚ୍ଛା ଜଣାଇବା ସହ ରାଜ୍ୟଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧତାରେ ପରିପୂର୍ଣ୍ଣ ହେବା ନେଇ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଏଥିସହ ସବୁଠି କରୋନା କଟକଣା ମଧ୍ୟରେ ପାଳନ ହେଉଛି ବଡ଼ଦିନ । ମାସ୍କ ଓ ସାନିଟାଇଜ୍‍ ସହ ୫୦% ଭକ୍ତଙ୍କୁ ନେଇ ସମସ୍ତ ଚର୍ଚ୍ଚରେ ଅନୁପ୍ରବେଶକୁ ଅନୁମତି ମିଳିଛି । ବଡ ଦିନ ପାଇଁ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବେଶ ଖୁସି ସହ ଏହି ବଡଦିନକୁ ପାଳନ କରିଛନ୍ତି ଖ୍ରୀଷ୍ଟ ପ୍ରେମୀ ।ଘରେ ଘରେ ଚାଲିଛି ପିଠା ପଣା, ନାଚ ଗୀତର ଆସର ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories