www.samajalive.in
Sunday, December 14, 2025
19.1 C
Bhubaneswar

ମର୍ମନ୍ତୁଦ ସଡକ ଧକ୍କାରେ ୨ ମୁତ

ବଲାଙ୍ଗିର: ଶନିବାର ରାତିରେ ସମ୍ବଲପୁର ରାସ୍ତାର ସତ୍ୟ ନାରାୟଣ ପଡାଠାରେ ୨ ବାଇକ ଚାଳକଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ୨ ବାଇକ ଚାଳକ ହେଲେ ଚିମିନିଭାଟି ପଡାର ତ୍ରିଲୋଚନ ସାଏ ଓ ସିନ୍ଦୁରବାହାଲ ଗାଁର ଗୌରହରି ପଟେଲ। ଭୀମଭୋଇ ହସ୍ପିଟାଲର ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ବଲାଙ୍ଗିର ସହରାଞ୍ଚଳ ପୁଲିସ ଟ୍ରକ ଚାଳକକୁ ଅଟକ ରଖିଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories