www.samajalive.in
Sunday, December 14, 2025
16.1 C
Bhubaneswar

ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ବିଜେଡି କାର୍ୟ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ମୁଖ୍ୟ ଅତିଥି ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ,ହେଡକ୍ୱାଟର ସମ୍ପାଦକ ସଞ୍ଜୟ ଦାସବର୍ମା । ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା , ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ତଥା ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ , ପୂର୍ବତନ ସାଂସଦ ଓ ବିଧାୟକ ମାନେ ଯୋଗଦେଇଛନ୍ତି । ମଞ୍ଚ ପରିଚାଳନା  ବିଧାୟକ ସୁଶାନ୍ତ ରାଉତ କରିଥିବା ବେଳେ କାର୍ୟ୍ୟକ୍ରମରେ ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତ୍ତା ସାମିଲ ହୋଇଛନ୍ତି ।

କୋଭିଡ୍ କଟକଣା ମଧ୍ୟରେ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧନ କରିବେ । ଭର୍ଚୁଆଲ ମୋଡରେ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କିଛି ବଡ଼ ଘୋଷଣା କରିପାରନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories