www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରେ ୧୨୩ ନୂଆ ଆକ୍ରାନ୍ତ; ସୁସ୍ଥ ହେଲେ ୧୪୪

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୧୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୧୪୪ ଜଣ ସୁସ୍ଥ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୭୨ ଓ ସ୍ଥାନୀୟ ସଂକ୍ରମିତ ୫୧ ଅଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ୧୭ ଜଣ ଅଛନ୍ତି। ବାଲେଶ୍ୱର ୩, ଭଦ୍ରକ ୧, କଟକ ୧୦, ଦେବଗଡ ୨, ଗଜପତି ୪, ଗଞ୍ଜାମ ୧, ଜଗତସିଂହପୁର ୨, ଯାଜପୁରରୁ ୫ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ୫୩, ମୟୁରଭଞ୍ଜ ୮, ନୟାଗଡ ୧, ପୁରୀ ୨, ସମ୍ବଲପୁର ୧୯ ଓ ଷ୍ଟେଟପୁଲରୁ ୧୨ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୧୦୪୩୯୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୫୭୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories