www.samajalive.in
Monday, December 8, 2025
13.1 C
Bhubaneswar

ଆସନ୍ତା ଜାନୁଆରୀ ୩ ରୁ ଖୋଲିବ ପ୍ରାଥମିକ ବିଦ୍ୟାଳୟ ; ସକାଳ ୯ଟା ରୁ ଦିନ ୧୨ ଯାଏଁ ହେବ ପିଲାଙ୍କ ପାଠ ପଢା

ଭୁବନେଶ୍ୱର – ଆସନ୍ତା ଜାନୁଆରୀ ୩ ରୁ ଖୋଲିବ ପ୍ରାଥମିକ ବିଦ୍ୟାଳୟ ;

 -ସକାଳ ୯ଟା ରୁ ଦିନ ୧୨ ଯାଏଁ ହେବ ପିଲାଙ୍କ ପାଠ ପଢା 

-ପ୍ରଥମରୁ  ପଞ୍ଚମ ଶ୍ରେଣୀ ଯାଏଁ ଖୋଲା ହେବ ।

– ରାଜ୍ୟର ୨୭ ହଜାର ପ୍ରାଥମିକ ବିଦ୍ୟାଳୟ ଖୋଲା ହେବା ପାଇଁ ନିଷ୍ପତ୍ତି ।

-ଯେଉଁଠାରେ ସେମିଷ୍ଟିଭ୍‌ ପରୀକ୍ଷା କରାଯାଉଛି ସେଠାରେ ଜାନୁଆରୀ ୧୦ ତାରିଖରୁ ସ୍କୁଲ୍‌ ଖୋଲିବ 

-ସ୍କୁଲ୍‌ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।

-କୋଭିଡ୍‌ ଗାଇଡ୍‌ ଲାଇନ୍‌ ମାନି ଚାଲିବ ପାଠପଢା ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories