www.samajalive.in
Saturday, December 6, 2025
26.1 C
Bhubaneswar

ସ୍ୱାଦିଷ୍ଟ ଚିକେନ ପକୁଡି

ଆବଶ୍ୟକ ସାମଗ୍ରୀ
ବୋନଲେସ ଚିକେନ – ୫୦୦ ଗ୍ରାମ
କର୍ଣ୍ଣଫ୍ଲୋର – ୧ କପ ରୁ କମ୍‍
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୪ ଚାମଚ
ପାଣି – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ପତଳା ଓ ଚିପ୍ସ ଆକାରର ଛୋଟ ଛୋଟ ଖଣ୍ଡ କରି କାଟି ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଏହି ଚିକେନ ଖଣ୍ଡରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କର୍ଣ୍ଣଫ୍ଲୋର, ଅଦାରସୁଣ ବଟା, ସାମାନ୍ୟ ପାଣି ପକାଇ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ( ପକୁଡ଼ି ମିଶ୍ରଣ ଭଳି)। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ରଖିଥିବା ଚିକେନକୁ ଭଲ ଭାବେ ଛାଣି ଦିଅନ୍ତୁ ଓ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଚଟଣି କିମ୍ବା ସସ ସହ ସ୍ୱାଦିଷ୍ଟ ଚିକେନ ପକୁଡି ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories