www.samajalive.in
Sunday, December 7, 2025
23.1 C
Bhubaneswar

ଚାଷୀଙ୍କୁ ମୋଦୀଙ୍କ ନୂଆବର୍ଷ ଭେଟି

ନୂଆଦିଲ୍ଲୀ: ଚାଷୀମାନଙ୍କୁ ନୂଆବର୍ଷରେ ଉପହାର ଦେଲେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ଚାଷୀମାନଙ୍କୁ ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର । ଏହି ଯୋଜନାରେ ୧୦ ହଜାର କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ ଉପହାର ଦେଇଥିବା ବେଳେ, ଚାଷୀଙ୍କ ଖାତାକୁ ଯାଇଛି ପ୍ରାୟ ୨୦ ହଜାର କୋଟି ଟଙ୍କା ।

ତେବେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ କେନ୍ଦ୍ର ସରକାର ଦେଶର ଚାଷୀମାନଙ୍କ ଆକାଉଣ୍ଟକୁ ବାର୍ଷିକ ୬ ହଜାର ଟଙ୍କା ଲେଖାଏଁ ଟ୍ରାନ୍ସଫର କରୁଛନ୍ତି । ପୂର୍ବରୁ କେନ୍ଦ୍ର ସରକାର ଚାଷୀ ମାନଙ୍କୁ ୯ମ କିସ୍ତି ପ୍ରଦାନ କରିଥିଲେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ପ୍ରଦାନ କଲାବେଳେ କୃଷକଙ୍କ ସହ ଭିସିରେ କଥା ହୋଇଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories