www.samajalive.in
Tuesday, December 9, 2025
16.1 C
Bhubaneswar

ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତ କୋଭିଡ ରୋଗୀଙ୍କ ସଂଖ୍ୟା ୧୭୦୦କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୬୩୯ ଜଣ ସୁସ୍ଥ ହୋଇସାରିଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୫୧୦ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦିଲ୍ଲୀରେ ୩୫୧, କେରଳ ୧୫୬, ଗୁଜରାଟ ୧୩୬, ତାମଲନାଡୁ ୧୨୧ ଓ ରାଜସ୍ଥାନରେ ୧୨୦ ଜଣ ଏହି ପ୍ରକରଣରେ ଆକ୍ରାନ୍ତ ହୋଇଛନ୍ତି। ଏହାବ୍ୟତୀତ ତେଲେଙ୍ଗାନା ୬୭, କର୍ଣ୍ଣାଟକ ୬୪, ହରିଆଣା ୬୩, ଓଡ଼ିଶା ୩୭, ପଶ୍ଚିମବଙ୍ଗ ୨୦, ଆନ୍ଧ୍ରପ୍ରଦେଶ ୧୭, ମଧ୍ୟ ପ୍ରଦେଶ ୯, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡ ପ୍ରତ୍ୟେକରେ ୮ ଜଣ ଚିହ୍ନଟ ହୋଇଛନ୍ତି। ଚଣ୍ଡିଗଡ ଓ ଜମ୍ମୁ କାଶ୍ମୀରରେ ୩ ଜଣ ଲେଖାଏଁ, ଆଣ୍ଡାମାନ ନିକୋବର ୨, ଗୋଆ, ହିମାଚଳପ୍ରଦେଶ, ଲଦାଖ, ମଣିପୁର ଓ ପଞ୍ଜାବରେ ଜଣେ ଲେଖାଏଁ ଏହି ପ୍ରକରଣରେ ସଂକ୍ରମିତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories