www.samajalive.in
Sunday, December 7, 2025
23.1 C
Bhubaneswar

ମୁମ୍ବଇ ଘାଟକୋପର ବସ୍ତିରେ ବଡଧରଣର ଅଗ୍ନିକାଣ୍ଡ

ମୁମ୍ବଇ: ମୁମ୍ବଇର ଘାଟକୋପର ଅଞ୍ଚଳରେ ସୋମବାର ସକାଳେ ଏକ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ମିଳିଥିବା ସର୍ବଶେଷ ସୂଚନା ଅନୁଯାୟୀ ଅଗ୍ନିକାଣ୍ଡ ସୂଚନା ମିଳିବା ପରେ ୮ଟି ନିଆଁଲିଭା ଗାଡି ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିବା କାର୍ଯ୍ୟରେ ଲାଗିଛି। ଘାଟକୋପର ଆସାଲଫା ହିମାଳୟ ସୋସାଇଟି ବସ୍ତିରେ ଥିବା ଏକ ଗୋଦାମରେ ଏହି ନିଆଁ ଲାଗିଥିଲା। ପରେ ଏହା ବସ୍ତିର ଅନ୍ୟ ଅଞ୍ଚଳକୁ ବ୍ୟାପିଯାଇଥିଲା। ଏଥିରେ ଘଟିଥିବା କ୍ଷୟକ୍ଷତି ସମ୍ପର୍କରେ ଏଯାଏ କୌଣସି ସୂଚନା ମିଳିନାହିଁ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories