www.samajalive.in
Saturday, December 6, 2025
16.1 C
Bhubaneswar

ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨କୁ ବୃଦ୍ଧିପାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୫୬୮ ଜଣ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିଲ୍ଲୀ ୩୮୨, କେରଳ ୧୮୫, ରାଜସ୍ଥାନ ୧୭୪ ଏବଂ ଗୁଜରାଟରେ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। ତାମିଲନାଡୁରେ ୧୨୧, ତେଲେଙ୍ଗାନା ୬୭, କର୍ଣ୍ଣାଟକ ୬୪, ହରିଆଣା ୬୩, ଓଡ଼ିଶାରେ ୩୭ ଚିହ୍ନଟ ହୋଇଛନ୍ତି। ପଶ୍ଚିମବଙ୍ଗରେ ୨୦, ଆନ୍ଧ୍ରପ୍ରଦେଶ ୧୭, ମଧ୍ୟପ୍ରଦେଶ ୯, ଉତ୍ତର ପ୍ରଦେଶ ୮, ଉତ୍ତରାଖଣ୍ଡ ୮, ଗୋଆ ୫, ଚଣ୍ଡିଗଡ ୩, ଜମ୍ମୁ କାଶ୍ମୀର ୩, ଆଣ୍ଡାମାନ ନିକୋବର ୨, ହିମାଚଳପ୍ରଦେଶ ୧, ଲଦାଖ ୧, ମଣିପୁର ୧ ଓ ପଞ୍ଜାବରେ ଜଣେ ଓମିକ୍ରନ ପ୍ରକରଣରେ ଚିହ୍ନଟ ହୋଇଛନ୍ତି। ଇତିମଧ୍ୟରେ ଏହି ପ୍ରକରଣରେ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories