www.samajalive.in
Tuesday, December 9, 2025
16.1 C
Bhubaneswar

ଇସ୍ତଫା ଦେବେନି ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷଙ୍କ ଇସ୍ତଫା ଦେବାର କୌଣସି ଯୋଜନା ନାହିଁ ବୋଲି ତାଙ୍କ କାର୍ଯ୍ୟାଳୟ ସ୍ପଷ୍ଟ କରିଛି। କିଛିଦିନ ହେବ ସାମାଜିକ ଗଣମାଧ୍ୟମଗୁଡିକରେ ତାଙ୍କ ଇସ୍ତଫା ନେଇ ଚର୍ଚ୍ଚା ଲାଗି ରହିଥିଲା। ଚର୍ଚ୍ଚା ହେଉଥିଲା ଯେ ମହିନ୍ଦା ରାଜପକ୍ଷ ଇସ୍ତଫା ଦେବେ ଏବଂ ଅର୍ଥମନ୍ତ୍ରୀ ଥିବା ତାଙ୍କ ଭାଇ ବାସିଲ ରାଜପକ୍ଷ ପ୍ରଧାନମନ୍ତ୍ରୀ ପଦରେ ଅଭିଷିକ୍ତ ହେବେ।

ଜନସାଧାରଣଙ୍କୁ ବିଭ୍ରାନ୍ତ କରିବା ଉଦ୍ଦେଶ୍ୟରେ ଏଭଳି ଦାବି କରାଯାଉଛି ବୋଲି ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି। ଏଥିରେ କୁହାଯାଇଛି ଯେ ମହିନ୍ଦା ରାଜପକ୍ଷ ଇସ୍ତଫା ଦେବା ନେଇ କୌଣସି ସୂଚନା ନାହିଁ। ଏକ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଗଣମାଧ୍ୟମ ସଚିବ ରୋହନ ୱେଲିଭିତା କହିଛନ୍ତି ଯେ, ସାମାଜିକ ଗଣମାଧ୍ୟମ ଗୁଡିକରେ ପ୍ରକାଶ ପାଉଥିବା କାହାଣୀଗୁଡିକରେ କୌଣସି ସତ୍ୟତା ନାହିଁ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଖବର ମଧ୍ୟ ମିଥ୍ୟ ଅଟେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories