www.samajalive.in
Wednesday, December 10, 2025
18.1 C
Bhubaneswar

ରାଜ୍ୟରେ ଓମିକ୍ରନ କାୟା ; ଚିହ୍ନଟ ହେଲେ ଆଉ ୨୪ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ପାଉଥିବା ଦେଖାଯାଉଛି। ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍‍ ରହିଛି। ବାକି ୧୯ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ ହୋଇଥିବା ଜଣାପଡିଛି। ମୋଟ ୨୨୮ ନମୁନା ଜିନମ ସିକୁଏନସିଂ ପାଇଁ ଯାଇଥିବା ବେଳେ ୨୪ ଜଣଙ୍କ ନମୁନା ପଜିଟିଭ ହୋଇଛି। ପୂର୍ବରୁ ୩୭ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ସୂଚନା ମିଳିଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories