www.samajalive.in
Saturday, December 13, 2025
23.1 C
Bhubaneswar

ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୭କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୭କୁ ବୃଦ୍ଧିପାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୮୭୬ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିଲ୍ଲୀରେ ୪୬୫, କର୍ଣ୍ଣାଟକ ୩୩୩, ରାଜସ୍ଥାନ ୨୯୧, କେରଳ ୨୮୪, ଗୁଜରାଟରେ ୨୦୪ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ତାମିଲନାଡୁରେ ୧୨୧, ହରିଆଣା ୧୧୪, ତେଲେଙ୍ଗାନା ୧୦୭, ଓଡ଼ିଶା ୬୦, ଉତ୍ତର ପ୍ରଦେଶରେ ୩୧ ଜଣଙ୍କୁ ଚିହ୍ନଟ କରାଯାଇଛି। ଉତ୍ତରପ୍ରଦେଶ ୩୧, ଆନ୍ଧ୍ରପ୍ରଦେଶ ୨୮, ପଶ୍ଚିମବଙ୍ଗ ୨୭, ଗୋଆ ୧୯, ଆସାମ ୯, ଉତ୍ତରାଖଣ୍ଡ ୮, ମେଘାଳୟ ୪, ଆଣ୍ଡାମାନ ନିକୋବର ୩, ଚଣ୍ଡିଗଡ ୩, ଜମ୍ମୁ କାଶ୍ମୀର ୩, ପଣ୍ଡିଚେରୀ ଓ ପଞ୍ଜାବରେ ୨ ଜଣ ଲେଖାଏଁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଛତିଶଗଡ, ହିମାଚଳପ୍ରଦେଶ, ଲଦାଖ, ମଣିପୁରରେ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଇତିମଧ୍ୟରେ ୧୧୯୯ ଜଣ ସୁସ୍ଥ ହୋଇଛନ୍ତି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories