www.samajalive.in
Monday, December 15, 2025
15.1 C
Bhubaneswar

ବାୟୋମେଟ୍ରିକ୍‌ ଉପସ୍ଥାପନ ବନ୍ଦ କରିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦେଶ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ବାୟୋମେଟ୍ରିକ୍‌ ଉପସ୍ଥାନ ବନ୍ଦ କରିବାକୁ ନିର୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସମସ୍ତ ମହାବିଦ୍ୟାଳୟ/ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ଶୁକ୍ରବାର ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ୮ତାରିଖରୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀଙ୍କର ବାୟୋମେଟ୍ରିକ୍‌ ଉପସ୍ଥାନକୁ ବନ୍ଦ କରାଯାଇଛି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories