www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ

ଭୁୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ସବୁଠି ଅଧିକ କରୋନା ପଜିଟିଭ୍‍ ମାମଲା ଖୋର୍ଦ୍ଧା ଜିଲ୍ଲା ଓ ଭୁବନେଶ୍ୱରରେର ଦେଖିବାକୁ ମିଳୁଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ପଦକ୍ଷେପ ନିଆଯାଉଛି ।  ବିଏମସି ପକ୍ଷରୁ ୧୧ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଭୁବନେଶ୍ୱରର ଦକ୍ଷିଣ-ପୂର୍ବ ଜୋନର ୭ଟି, ଉତ୍ତର ଜୋନର ୪ଟି ଜୋନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ବିଏମସି । କଣ୍ଟେନମେଣ୍ଟ ଜୋନ ଗୁଡ଼ିକରୁ କୌଣସି ଲୋକ ବାହାରକୁ ଯାଇପାରିବେ ନାହିଁ । ନିଜ ଘରେ ରହିବା ସହ କରୋନା କଟକଣାର ସମସ୍ତ ନିୟମକୁ ପାଳନ କରିବାକୁ କୁହାଯାଇଛି । ସେମାନଙ୍କୁ ସମସ୍ତ ସୁବିଧା ଯୋଗାଇବାକୁ ପ୍ରଶାସନ ପକ୍ଷରୁ ଚେଷ୍ଟା କରାଯାଉଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories