www.samajalive.in
Saturday, December 13, 2025
26.1 C
Bhubaneswar

ୟୁକୋ ବ୍ୟାଙ୍କ ଏଟିଏମ୍‍ରୁ ଲୁଟ୍‍ ଉଦ୍ୟମ

ଜଟଣୀ : ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ଯାଁଳା ୟୁକୋ ବ୍ୟାଙ୍କର ଏଟିଏମରୁ ଲୁଟ ଉଦ୍ୟମ ହୋଇଛି। ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ସଟର୍‍ ଭାଙ୍ଗି ଭିତରକୁ ପଶିଥିଲେ। ଏହା ପରେ ସେମାନେ ଏଟିଏମକୁ ଭାଙ୍ଗିଥିଲେ। ସେମାନେ ଟଙ୍କା ଲୁଟ କରିବାରେ ସଫଳ ହୋଇନାହାନ୍ତି ବୋଲି ସୂଚନା ମିଳିଛି। ଯାଁଳା ଫାଣ୍ଡି ପୁଲିସ ଏହାର ତଦନ୍ତ କରି ଏଟିଏମ୍‍କୁ ସିଲ୍‍ କରିଛି। ସିସିଟିଭି ଯାଞ୍ଚ କରିବା ପରେ ଦୁର୍ବୃତ୍ତମାନଙ୍କ ସମ୍ପର୍କରେ ଜଣାପଡ଼ିବ ବୋଲି ମଧ୍ୟ ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories