www.samajalive.in
Saturday, December 13, 2025
26.1 C
Bhubaneswar

ଠିକାଦାରଙ୍କ ଘର ଉପରେ ଆକ୍ରମଣ

ଭୁବନେଶ୍ୱର : ଡ଼ୁମୁଡ଼ୁମାରେ ଜଣେ ଠିକାଦାରଙ୍କ ଘର ଉପରକୁ ଆକ୍ରମଣ ହୋଇଛି। ପ୍ରାୟ ୨୦ ରୁ ୨୫ ଯୁବକ ଶନିବାର ବିଳମ୍ବିତ ରାତିରେ ଠିକାଦାରଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ତାଙ୍କ ଗାଡ଼ି ଚୁରମାର୍‍ ହୋଇଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୨ଟି କାର୍‍ ଓ ମାରଣାସ୍ତ୍ର ଜବତ ହେବା ସହ ପୁଲିସ ୨ ଜଣ ଯୁବକକୁ ଗିରଫ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories