www.samajalive.in
Friday, December 12, 2025
15.1 C
Bhubaneswar

ଉତ୍ତରପ୍ରଦେଶ ନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ନିର୍ବାଚନ ପାଇଁ କଂଗ୍ରେସ ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବା ସହ କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକେଟ ଦେଇଛି । ମହିଳାଙ୍କ ନାମ ଘୋଷଣା ସମୟରେ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି । ଏହି ମହିଳାମାନେ ସଂଘର୍ଷ କରିବାକୁ ଯାଉଛନ୍ତି । ସବୁଠୁ ବଡ଼ କଥା ହେଉଛି ଏହି ନିର୍ବାଚନରେ କଂଗ୍ରେସ ଉନ୍ନାଓ ଦୁଷ୍କର୍ମ ଶିକାର ହୋଇଥିବା ପୀଡ଼ିତାଙ୍କ ମାତା ଆଶା ସିଂଙ୍କୁ ମଧ୍ୟ କଂଗ୍ରେସ ଟିକଟ ଦେଇଛି। ଏଥି ସହ କଂଗ୍ରେସର ଏହି ତାଲିକାରେ ୪୦% ପ୍ରାର୍ଥୀ ଯୁବବର୍ଗର ରହିଥିବା କହିଛି କଂଗ୍ରେସ । ଯୁବବର୍ଗଙ୍କୁ କଂଗ୍ରେସ ପ୍ରାଥମିକତା ଦେବାକୁ ଚେଷ୍ଟା କରୁଥିବା ପ୍ରିୟଙ୍କା କହିଛନ୍ତି । କଂଗ୍ରେସର ପ୍ରାର୍ଥୀ ତାଲିକାରେ କିଛି ମହିଳା ଗଣମାଧ୍ୟମ ପ୍ରତିନିଧି ଥିବା ମଧ୍ୟ ଜଣାପଡ଼ିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories