www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତା ୩ରୁ ୪ ସପ୍ତାହ ମଧ୍ୟରେ ଭୟଙ୍କର ରୂପ ନେବ ଓମିକ୍ରନ- ଏମସ୍‌ର ପୂର୍ବତନ ନିର୍ଦେଶକ ଅଶୋକ ମହାପାତ୍ର

ଭୁବନେଶ୍ୱର -ଦେଶରେ ଆସନ୍ତା ୩ରୁ ୪ ସପ୍ତାହ ମଧ୍ୟରେ ଓମିକ୍ରନ ଭୟଙ୍କର ରୂପ ନେବ । ରାଜ୍ୟରେ ମଧ୍ୟ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତା ଜନକ ହେବ ବୋଲି ଭୁବନେଶ୍ୱର ଏମସ୍‌ର ପୂର୍ବତନ ନିର୍ଦେଶକ ଅଶୋକ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟରେ ପଜେଟିଭ୍‌ଙ୍କ ସଂଖ୍ୟା ୩୦ ହଜାର ପାଖା ପାଖି ଛୁଇଁପାରେ ବୋଲି ସେ କହିଛନ୍ତି । କୋଭିଡ୍‌ ଟିକାର ସମୟ ସୀମା ୪ରୁ ୬ ମାସ ହୋଇଥିବାରୁ ସମସ୍ତେ ବୁଷ୍ଟର ଡୋଜ୍‌ ନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି ।

ମାତ୍ର ଓମିକ୍ରନ ଆକ୍ରାନ୍ତ ଶୀଘ୍ର ସୁସ୍ଥ ହେବେ ବୋଲି ସେ ଆଶା କରିଛନ୍ତି ।

- Advertisement -

ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାରରୁ ଅଧିକ ହୋଇଛି । ୧୭୦ ଜଣ ଓମିକ୍ରନ ଦ୍ୱାରା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏପରି ସ୍ଥିତି ଜାରି ରହିଲେ ଆସନ୍ତା ଏକ ମାସରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି ।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories