www.samajalive.in
Saturday, December 13, 2025
26.1 C
Bhubaneswar

କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ରାଜ୍ୟରେ ୧୦ ହଜାର କରୋନା ମାମଲା ଚିହ୍ନଟ ହେଉଥିବା ବେଳେ, ମୃତ୍ୟୁସଂଖ୍ୟା ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଲାଣି । ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ୩ଜଣ ମୃତକ ୩ଟି ଜିଲ୍ଲାର ଜଣେ ଲେଖାଏ ସଂକ୍ରମିତ ବୋଲି ଜଣାପଡ଼ିଛି । ଗଞ୍ଜାମ, ନୟାଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଜନିତ ମୃତ୍ୟୁସଂଖ୍ୟା ୮ହଜାର ୪୮୧କୁ ବୃଦ୍ଧି ପାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories