www.samajalive.in
Friday, December 12, 2025
27.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପରେଡରୁ ବାଦ୍‌ ପଡ଼ିଲା ପଶ୍ଚିମବଙ୍ଗ ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପରେଡରେ ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଆଲୋକିତ କରିବା ପାଇଁ ପଶ୍ଚିମବଙ୍ଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରର ଏ ନିଷ୍ପତ୍ତିକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ପତ୍ର ଲେଖି ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। କାରଣ ପ୍ରସ୍ତାବିତ ପ୍ରଜ୍ଞାପନ ମେଢ଼ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ତାଙ୍କ ଆଇଏନଏର ୧୨୫ତମ ଜୟନ୍ତୀ ବର୍ଷରେ ଅବଦାନକୁ ସ୍ମରଣ କରିବାକୁ ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories