www.samajalive.in
Monday, December 8, 2025
27.1 C
Bhubaneswar

ଏମସରେ କରୋନା ; ୩୦୦ରୁ ଅଧିକ ପଜିଟିଭ

ଭୁବନେଶ୍ୱର : ରାଜ୍ୟ ତଥା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେହିପରି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ରାଜ୍ୟରେ ସଂକ୍ରମଣ ୧୦ ହଜାର ଅତିକ୍ରମ କରୁଥିବା ବେଳେ ଦେଶରେ ଲକ୍ଷାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି।
ତେବେ ରାଜଧାନୀ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନକୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଉଛି। ତେବେ ସାଧାରଣ ଲୋକଙ୍କ ସହ ଡାକ୍ତର, ମେଡିକାକାଲ କର୍ମଚାରୀ ମଧ୍ୟ ସଂକ୍ରମିତ ହେଉଛନ୍ତି। ଭୁବନେଶ୍ୱର ଏମସରେ ୩୦୦ରୁ ଅଧିକ ଡାକ୍ତର,ନର୍ସ,ପାରାମେଡିକାଲ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜାନୁଆରୀ ୧ ରୁ ଆଜି ଯାଏଁ ୩୦୦ରୁ ଅଧିକ କର୍ମଚାରୀ ଆକ୍ରାନ୍ତ ହୋଇଥିବା ନେଇ ଏମସ ପକ୍ଷରୁ ସୂଚନା ମିଳିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories