www.samajalive.in
Wednesday, December 10, 2025
18.1 C
Bhubaneswar

ଜାତୀୟ ରାଜପଥ କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ ଜାତୀୟ ରାଜପଥ କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ବୌଦ୍ଧ ପୁଲିସ । ଏହା ସହିତ ମୃତଦେହ ନିକଟରେ ପଡିଥିବା ଟାଙ୍ଗିଆକୁ ମଧ୍ୟ ଜବତ କରିଛି ପୁଲିସ ।
ସୁଚନା ମୁତାବକ ସରସରା ଗ୍ରାମର ଅନାମୁ ମିର୍ଦ୍ଧା ନାମକ  ବ୍ୟକ୍ତିଙ୍କ ମୃତଦେହ ରାସ୍ତାକଡର ଏକ ଧାନ ବିଲରେ ପଡିଥିବା ଦେଖିବାକୁ ମିଳିଛି । ଅନାମୂ ମିର୍ଦ୍ଧା ଙ୍କୁ ଟାଙ୍ଗିଆରେ ହତ୍ୟା କରାଯାଇଥିବା ପାରି ପାର୍ଶ୍ବିକ ପରିସ୍ଥିତିରୁ ଜଣାପଡୁଛି । ଅନ୍ୟପଟେ ଅନାମୂ ମିର୍ଦ୍ଧା ମଦ୍ୟପାନ କରୁଥିବା ବେଳେ  କାହା ସହ କଳହ ହୋଇନଥିବା ସହ ତାଙ୍କ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି।  ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଅନ୍ୟପଟେ ପରିବାର ଲୋକ ପକ୍ଷରୁ ମଧ୍ୟ ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories