www.samajalive.in
Saturday, December 6, 2025
15.1 C
Bhubaneswar

ମାର୍ଚ୍ଚରୁ ୧୨ରୁ ୧୪ ବର୍ଷ ପିଲାଙ୍କୁ ଟୀକା!

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସରୁ ୧୨ରୁ ୧୪ ବର୍ଷ ପିଲାଙ୍କୁ ଟୀକା ଦିଆଯାଇପାରେ ବୋଲି ଏନଟିଏଜିଆଇର କୋଭିଡ-୧୯ ୱାର୍କିଂ ଗ୍ରୁପ ଅଧ୍ୟକ୍ଷ ଡ.ଏନ.କେ.ଆରୋରାଙ୍କ ସୂଚନା ଦେଇଛନ୍ତି। ମାର୍ଚ୍ଚ ସୁଦ୍ଧା ୧୫ରୁ ୧୮ ବର୍ଗଙ୍କୁ ଟୀକାକରଣ ସରିଯିବା ନେଇ ଏନଟିଏଜିଆଇର କୋଭିଡ-୧୯ ୱାର୍କିଂ ଗ୍ରୁପ ଅଧ୍ୟକ୍ଷ ଡ.ଏନ.କେ.ଆରୋରା ଆଶା ପ୍ରକାଶ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories