www.samajalive.in
Monday, December 15, 2025
16.1 C
Bhubaneswar

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୧୧୨୨ ସରପଞ୍ଚ ଆଶାୟୀ

ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ରାଜ୍ୟରେ ୭୧୧୬ଜଣ ୱାର୍ଡମେମ୍ବର ପ୍ରାର୍ଥୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେହିପରି ୧୧୨୨ ଜଣ ସରପଞ୍ଚ ପ୍ରାର୍ଥୀ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୫୧୨ ଜଣ ପଞ୍ଚାୟତ ସମିତି ସଭ୍ୟ ଏବଂ ୨୨ ଜଣ ଜିଲା ପରିଷଦ ପ୍ରାର୍ଥୀ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସୂଚନା ଦେଇଛନ୍ତି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories