www.samajalive.in
Thursday, December 11, 2025
18.1 C
Bhubaneswar

୨୦ ହଜାର କମିଲା କରୋନା, ବଢ଼ିଲା ଓମିକ୍ରନ୍‍

ନୂଆଦିଲ୍ଲୀ: ଦେଶରେ ଆଜି ହ୍ରାସ ପାଇଛି କରୋନା ସଂକ୍ରମଣ । ଗତକାଲିଠୁ ଆଜି ଦେଶରେ ୨୦ହଜାର ୭୧ କରୋନା ମାମଲା କମ୍ ରହିଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ଲକ୍ଷ ୩୮ ହଜାର ୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରେ ୩୧୦ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭,୪୨୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ, ଓମିକ୍ରନ୍‍ ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି । ଏଯାଏ ଦେଶରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୮୯୧କୁ ବୃଦ୍ଧି ପାଇଛି । ତାହା ସହ ଗତକାଲିଠାରୁ ଦେଶରେ ବଢି଼ଛନ୍ତିି ୮.୩୧% ଓମିକ୍ରନ ଆକ୍ରାନ୍ତ ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories