www.samajalive.in
Monday, December 8, 2025
14.1 C
Bhubaneswar

ଦ୍ୱିତୀୟ ଦିନରେ ୭୩ ଜଣ ନାମାଙ୍କନ ପତ୍ର ଦାଖଲ କଲେ

ବେଗୁନିଆ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାର ଆଜି ଥିଲା ଦ୍ୱିତୀୟ ଦିନ ।ଗତକାଲି ପ୍ରଥମ ଦିନରେ ବେଗୁନିଆ ବ୍ଲକର ୨୧ ଟି ପଞ୍ଚାୟତ ରେ ସରପଞ୍ଚ ପାଇଁ  ୧୧ ଜଣ ,ସମିତି ସଭ୍ୟ ପାଇଁ ୨ ଜଣ ଏବଂ ୱାର୍ଡ ସଭ୍ୟ ପାଇଁ ୩୭ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ  ଦ୍ୱିତୀୟ ଦିନରେ ଆଜି ସରପଞ୍ଚ ପାଇଁ ହୀରାପୁର ପଂଚାୟତରେ ଜଣେ ,ସମିତିସଭ୍ୟ ପାଇଁ ବାଘମାରୀ ପଂଚାୟତରେ ଜଣେ ଏବଂ ଗୋବିନ୍ଦପୁର ପଞ୍ଚାୟତ ରେ ୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।ସେହିପରି ୱାର୍ଡ ସଭ୍ୟ ପାଇଁ ଆଜି ବିଭିନ୍ନ ପଂଚାୟତରେ ୬୯ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଥିବାର ଜଣାପଡିଛି ।ଦୁଇ ଦିନରେ ମୋଟ୧୨୩ ଜଣ ପ୍ରାର୍ଥୀ ସରପଞ୍ଚ ,ସମିତି ସଭ୍ୟ ଏବଂ ୱାର୍ଡ ସଭ୍ୟ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବାର ଜଣାପଡିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories