www.samajalive.in
Tuesday, December 9, 2025
15.1 C
Bhubaneswar

‘ସମାଜ’ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସମାଜ’ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଆଜି ‘ସମାଜ’ର ମଞ୍ଚେଶ୍ୱର କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପରିବେଶକୁ ସୁରକ୍ଷା ଓ ସୁସ୍ଥ ସମାଜର ଗଠନକୁ ନେଇ ଏହି କାର୍ଯ୍ୟକ୍ରମ କରାଯାଇଛି। ଏଥିରେ ଲୋକସେବକ ମଣ୍ଡଳର ଉପାଧ୍ୟକ୍ଷ ତଥା ସମାଜର ପ୍ରକାଶକ ଓ ମୁଦ୍ରାକାର ନିରଞ୍ଜନ ରଥଙ୍କ ସମେତ ଲୋକସେବକ ମଣ୍ଡଳର ସମ୍ପାଦକ ତଥା ସମାଜର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡକ୍ଟର ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ, ବରିଷ୍ଠ ପ୍ରବନ୍ଧକ ଆଇଟି ପ୍ରଦୀପ ବେହେରା, ମାନବ ସମ୍ବଳ ଉପପ୍ରବନ୍ଧକ କୃଷ୍ଣ ଚନ୍ଦ୍ର ସାହୁ ଉପସ୍ଥିତ ଥିଲେ ।

- Advertisement -

ଏହି କାର୍ଯ୍ୟକ୍ରମରେ ମାର୍କେଟିଂ ମ୍ୟାନେଜର ସଞ୍ଜୟ କୁମାର ମିଶ୍ର ଓ ବ୍ୟୁରୋ ଚିଫ୍‍ ପ୍ରସନ୍ନ କୁମାର ପତି ପ୍ରମୁଖ ଯୋଗଦାନ କରିଥିଲେ । ଆଜିିର ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଡ୍ରାଗନ ଫଳ ଗଛ ସହ ଅନ୍ୟାନ୍ୟ ଗଛ ରୋପଣ କରାଯାଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories