www.samajalive.in
Saturday, December 13, 2025
14.1 C
Bhubaneswar

ଦେଶରେ କରୋନା ସକ୍ରିୟ ମାମଲା, ଶ୍ରେଷ୍ଠ ୧୦ରେ ଓଡ଼ିଶା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଶ୍ରେଷ୍ଠ ୧୦ଟି କରୋନା ସକ୍ରିୟ ମାମଲା ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମଣ ମାମଲା ରହିଛନ୍ତି। ସେହିପରି ମହାରାଷ୍ଟ୍ର ସହ କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ଗୁଜୁରାଟ, ଓଡ଼ିଶା, ଦିଲ୍ଲୀ ଓ ରାଜସ୍ତାନ ଶ୍ରେଷ୍ଠ ୧୦ କରୋନା ସକ୍ରିୟ ମାମଲା ତାଲିକାରେ ରହିଛି  ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ...

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

Related Articles

Popular Categories