www.samajalive.in
Sunday, December 7, 2025
18.1 C
Bhubaneswar

ସ୍ଥାନାନ୍ତରିତ ହେଲା ଅମର ଯବାନ ଜ୍ୟୋତି

ନୂଆଦିଲ୍ଲୀ : ସ୍ଥାନାନ୍ତରିତ ହେଲା ଅମର ଯବାନ ଜ୍ୟୋତି। ଆଜି ଇଣ୍ଡିଆ ଗେଟ୍‍ ରୁ ଅମର ଯବାନ ଜ୍ୟୋତି ସ୍ଥାନାନ୍ତରଣ କରାଯାଇଛି। ଇଣ୍ଡିଆ ଗେଟ୍‍ ରୁ ଜାତୀୟ ଯୁଦ୍ଧ ସ୍ମାରକୀକୁ କରାଯାଇଛି ସ୍ଥାନାନ୍ତରଣ। ଜାତୀୟ ଯୁଦ୍ଧ ସ୍ମାରକୀରେ ଅମର ଯବାନଙ୍କ ଜ୍ୟୋତିର ବିଲୟ।
ଆଜିଠୁ ଇଣ୍ଡିଆ ଗେଟରେ ଜଳିବନି ଅମର ଯବାନ ଜ୍ୟୋତି । ଆଜିଠାରୁ ଅମର ଯବାନ ଜ୍ୟୋତି ଜାତୀୟ ଯୁଦ୍ଧ ସ୍ମାରକୀରେ ଜଳିବ । ଭାରତ-ପାକିସ୍ତାନ ଯୁଦ୍ଧକୁ ୫୦ ବର୍ଷ ପୂରଣ ହୋଇଛି । ୫୦ ବର୍ଷ ପୂର୍ତ୍ତି ଅବସରରେ ଏପରି ଏକ ନିଷ୍ପତ୍ତି ନିଆଯାଇଛି । ସୂଚନା ମୁତାବକ, ୧୯୭୧ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧ ହୋଇଥିଲା । ସେହି ଯୁଦ୍ଧରେ ବୀର ଯୋଦ୍ଧାମାନେ ବଳିଦାନ ଦେଇଥିଲେ । ଯବାନଙ୍କ ସ୍ମୃତିରେ ଏହାକୁ ଇଣ୍ଡିଆ ଗେଟରେ ନିର୍ମାଣ କରାଯାଇଥିଲା । ତେବେ ରାଜଧାନୀ ଦିଲ୍ଲୀରେ ଅମର ଯବାନ ଜ୍ୟୋତି ଇଣ୍ଡିଆ ଗେଟର ଏକ ପରିଚୟ ହୋଇରହିଥିଲା । ଯାହା ଏବେ ଜାତୀୟ ଯୁଦ୍ଧ ସ୍ମାରକୀରେ ଜଳିବ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories