www.samajalive.in
Wednesday, December 10, 2025
18.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ଲାଗୁ ହେଲା କଟକଣା

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପାଇଁ ରାଜଧାନୀ ନୂଆଦିଲ୍ଲୀରେ ଲାଗୁ ହେଲା କଟକଣା । ରାଜଧାନୀ ନୂଆଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ ଗାଇଡଇନ୍‍ ଜାରି କରିବା ସହ କଟକଣା ଲାଗାଯାଇଛି । ଗାଇଡଲାଇନ୍‍ ଅନୁଯାୟୀ ଗଣତନ୍ତ୍ର ଦିବସ ସମାରୋହରେ ଯୋଗଦେବରକୁ ଥିବା ବ୍ୟକ୍ତି ମାନେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି । ତାହା ସହ ଦିଲ୍ଲୀବାସୀଙ୍କୁ କରୋନା ଡବଲ ଡୋଜ୍‍ ଟିକା ନେବାକୁ ବାଧ୍ୟତାମୂଳକ କରାଯାଇଛି । ସାଧାରଣତନ୍ତ୍ର ଦିବସ ଉତ୍ସବରେ ୧୫ ବର୍ଷରୁ କମ୍‍ ପିଲାଙ୍କୁ ଯୋଗନଦେବାକୁ ପରାମର୍ଶ ଦିଆଯାଇଛି । ଦିଲ୍ଲୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ୨୭ ହଜାର ୭୩୨ ଜଣ ପୁଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି ।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories