www.samajalive.in
Saturday, December 13, 2025
15.1 C
Bhubaneswar

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଲେ ନବରଙ୍ଗପୁର ଛାତ୍ରୀ ବନିତା ଦାସ

ନବରଙ୍ଗପୁର: ଚଳିତବର୍ଷର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଲେ ଓଡିଶାର ଛାତ୍ରୀ ନବରଙ୍ଗପୁରର ବନିତା ଦାସ। ସମସ୍ତ ଏଥିପାଇଁ ତାଙ୍କୁ ଏକଲକ୍ଷ ଟଙ୍କା ପୁରସ୍କାର ଓ ଇ-ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ମନ୍ତ୍ରଣାଳୟ ପକ୍ଷରୁ ବିଭାଗୀୟ ମନ୍ତ୍ରୀ ସ୍ମୃତି ଇନାନୀଙ୍କର ପୈାରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ଆଭାଷୀ ମାଧ୍ୟମରେ ପୁରସ୍କାର ପାଇବାକୁ ଥିବା ଦେଶର କୃତି ଛାତ୍ରଛାତ୍ରୀମାନଙ୍କର ସହିତ କଥା ହୋଇଥିଲେ। ବନିତାଙ୍କୁ ମହାକାଶ ବିଜ୍ଞାନରେ ଏକ କ୍ଷୁଦ୍ର ଗ୍ରହ ଆବିଷ୍କାର, କରୋନା ଦାଉରୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷା ଦେବା ପାଇଁ ନିର୍ମିତ ସ୍ୱଚାଳିତ ସାନିଟାଇଜର ବିଦ୍ୟାଳୟ ବ୍ୟାଗ ଓ ସ୍ୱଚ୍ଛତା ଅଭିଯାନରେ ନର୍ମଦା ନଦୀର ଉଦ୍‍ଗମ ସ୍ଥଳରେ କରିଥିବା ପ୍ରକଳ୍ପ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସେ ଚଳିତବର୍ଷ ଓଡିଶାରୁ ଏହି ପୁରସ୍କାର ପାଇ ସମଗ୍ର ରାଜ୍ୟକୁ ଗର୍ବିତ କରିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories