www.samajalive.in
Sunday, December 14, 2025
26.1 C
Bhubaneswar

ଦୁଇ ପ୍ରତିଦ୍ବନ୍ଦିଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର, କେନ୍ଦେଇପଶି ସମିତି ସଭ୍ୟ ହେବେ ପ୍ରଦୀପ ନାଏକ

ପାଟଣା: ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ପୂର୍ବରୁ ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଅନ୍ୟ ଦୁଇ ପ୍ରତିଦ୍ବନ୍ଦି ଅର୍ଜୁନ ନାଏକ ଓ ଲୋକନାଥ ନାଏକ ନିଜ ନିଜର ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରି ନେବାରୁ ଏକ ମାତ୍ର ପ୍ରାର୍ଥୀ ଭାବେ ପ୍ରଦୀପ ନାଏକ ମଇଦାନରେ ରହିଥିବାରୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ନୂଆ କେନ୍ଦେଇପଶି ସମିତି ସଭ୍ୟ ଭାବେ ନିର୍ବାଚିତ ହେବାକୁ ଯାଉଥିବାରୁ ପ୍ରଦୀପଙ୍କୁ ପାଟଣା ବିଧାୟକ ଜଗନ୍ନାଥ ନାଏକ, ବ୍ଲକ ବିଜୁ ଜନତା ଦଳ ସଭାପତି ମାଧବାନନ୍ଦ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ବିଶ୍ଵନାଥ ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories