www.samajalive.in
Sunday, December 7, 2025
26.1 C
Bhubaneswar

ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ମୃତ୍ୟୁ । ଗତ ଦୁଇ ଦିନ ହେଲା କରୋନା ଜନିତ ମୃତ୍ୟୁସଂଖ୍ୟାରେ ସ୍ୱଳ୍ପ ହ୍ରାସ ପାଇଥିବା ବେଳେ, ପୁଣି ଆଜି କରୋନା ଜନିତ ମୃତ୍ୟୁସଂଖ୍ୟା ସମାନ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଯୋଗୁ ଆଉ ୭ ଜଣଙ୍କ ଜୀବନ ଯାଇଛି । ଗୋଟିଏ ଦିନରେ ଖୋର୍ଦ୍ଧାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଛି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories