www.samajalive.in
Monday, December 8, 2025
27.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପାଇଁ ଜାରି ହେଲା ଗାଇଡଲାଇନ୍‍

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ପାଇଁ ଜାରି ହେଲା ଗାଇଡଲାଇନ୍‍ । ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କଲେ ସ୍ୱତନ୍ତ୍ର ରିଲିଫ କମିଶନର । କୋଭିଡ କଟକଣା ଅନୁଯାୟୀ ପତାକା ଉତ୍ତୋଳନ କରିପାରିବେ ସାଧାରଣ ଜନତା । ତେବେ କଟକଣା ଅନୁସାରେ ବ୍ୟକ୍ତିଗତ ଭାବେ ପତାକା ଉତ୍ତୋଳନ ପାଇଁ ୫ଜଣ ଏକାଠି ହୋଇପାରିବେ । ସେହିପରି କୌଣସି ଅନୁଷ୍ଠାନରେ ୧୦ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ ବୋଲି କୁହାଯାଇଛି । ତାହାଛଡ଼ା ପତାକା ଉତ୍ତେଳନ ବେଳେ କରୋନା କଟକଣା ପାଳନ କରିବାକୁ ବାଧ୍ୟତାମୂଳକ ହୋଇଛି । ପତାକା ଉତ୍ତୋଳନ ସମୟରେ ମାସ୍କ, ସାନିଟାଇଜ ସହ ସାମାଜିକ ଦୂରତାକୁ ଗୁରୁତ୍ୱ ଦେବାକୁ ଗାଇଡଲାଇନରେ କୁହାଯାଇଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories