www.samajalive.in
Monday, December 15, 2025
14.1 C
Bhubaneswar

ମୋହନାରେ ଗଡ଼ିଲା କୋଭିଡ ସଚେତନତା ରଥ

ମୋହନା: ଗଜପତି ଜିଲ୍ହା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି। ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡ଼କ୍ଟର ନମିତା ପଣ୍ଡା ପତକା ଦେଖାଇ ଏହି ରଥର ଶୁଭ ଆରମ୍ଭ କରିଥିଲେ। ସେ ଲୋକମାନଙ୍କୁ ସଚେତନର ବାର୍ତ୍ତା ଦେବା ସହ କିପରି ମୋହନା ବ୍ଲକରେ ସମସ୍ତେ କୋଭିଡ ଟୀକା ପାଇପାରିବେ , କୋଭିଡ ଟୀକା ପାଇବାରୁ ୧୨ ହଜାର ଲୋକ ବଞ୍ଚିତ ଥିବା ସମ୍ପର୍କରେ କହିଥିଲେ। ଏହି ରଥ ସାହାଯ୍ୟରେ ସମସ୍ତ ଦୁର୍ଗମ ଏବଂ ଅପହଞ୍ଚ ଅଞ୍ଚଳରେ ସଚେତନତା ରଥର ବାର୍ତ୍ତା ପହଁଚିଲେ ଏହି ୧୨ ହଜାର ପଛକୁ ଥିବା ଟୀକା ସମ୍ପୂର୍ଣ ହୋଇପାରିବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଵାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories