www.samajalive.in
Thursday, December 11, 2025
18.1 C
Bhubaneswar

୭୩ତମ ସାଧାରଣତନ୍ତ୍ର ଦିବସ: ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଥମ ଥର ଲାଗି ଏକ ସଂଗେ ବାୟୁସେନାର ୭୫ଟି ବିମାନ ଫ୍ଲାଇ ପାଷ୍ଟ ପ୍ରଦଶନ କରି ୭୫ ବର୍ଷର ସ୍ୱାଧୀନତାର ସ୍ମୃତି ଚାରଣ କରିଛନ୍ତି। ଏଥିରେ ରାଫେଲ, ସୁଖୋଇ, ଜାଗୁଆର, ଏମଆଇ-୧୭, ସାରଙ୍ଗ, ଆପାଚି, ଡାକୋଟା ଓ ଅତ୍ୟାଧୁନିକ ବିମାନ ସାମିଲ ହୋଇଥିଲେ।

ଅନୁଷ୍ଠିତ ପରେଡରେ ତିନି ସେନା ସମେତ ଡିଆରଡିଓ ଓ ଅନ୍ୟାନ୍ୟ ପ୍ରମୁଖ ସଂଗଠନର ପ୍ରଦର୍ଶନୀ ମେଢ଼ ସେମାନଙ୍କର କଳାକୌଶଳ ପ୍ରଦର୍ଶନ କରିଥିଲେ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories