www.samajalive.in
Wednesday, December 10, 2025
23.1 C
Bhubaneswar

୩କୋଟି ଟଙ୍କା ଠକେଇ, ୩ ଗିରଫ

ଭୁବନେଶ୍ବର: ୩କୋଟି ଠକେଇ ଅଭିଯୋଗରେ ପୂର୍ବତନ ବ୍ୟାଙ୍କ ମୁଖ୍ୟ ପରିଚାଳକ ଗିରଫ। ବାପୁଜିନଗର ପଞ୍ଚାବ ନ୍ୟାସନାଲ ବ୍ୟାଙ୍କ ଶାଖାର ପୂର୍ବତନ ମୁଖ୍ୟ ପରିଚାଳକ ବୀରେନ୍ଦ୍ର ପଟ୍ଟନାୟକ ଗିରଫ। ବୀରେନ୍ଦ୍ରଙ୍କ ସହ ତାଙ୍କର ଆଉ ୨ ସହଯୋଗୀଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ। ୨ ସହଯୋଗୀ ଫଇଲ୍ଡ ଅଫିସର ନରେନ୍ଦ୍ର ନାୟକ ଓ ମଧ୍ୟସ୍ଥି ପ୍ରକାଶ ବେହେରା। ଜାଲ କାଗଜପତ୍ର ଦେଇ ପଞ୍ଚାବ ନ୍ୟାସନାଲ ବ୍ୟାଙ୍କରୁ ୩କୋଟି ୬୮ଲକ୍ଷ ଠକେଇ ଅଭିଯୋଗ। ଗ୍ରାହକଙ୍କ ଡକ୍ୟୁମେଣ୍ଟକୁ ଭିତ୍ତିକରି ଟଙ୍କା ହଡ଼ପ କରିଥିବା ଅଭିଯୋଗ। ୨୦୧୭ର ଠକେଇ ନେଇ ଗତ ଡିସେମ୍ବରରେ ଅଭିଯୋଗ ହୋଇଥିଲା।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories