www.samajalive.in
Saturday, December 13, 2025
26.1 C
Bhubaneswar

ଜି.ଉଦୟଗିରିରେ ୭୩ତମ ସାଧାରଣତନ୍ତ୍ର ଦିବସ  ପାଳିତ

ଜି.ଉଦୟଗିରି: ଜି.ଉଦୟଗିରି ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ଆୟୋଜିତ ୭୩ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ହବାକ୍ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ  କୋଭିଡ କଟକଣାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ଅତିରିକ୍ତ ଉପ-ଜିଲ୍ଲାପାଳ ତଥା ଗୋଷ୍ଠ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରୀପାଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ହିଂସା ମୂକ୍ତ କରିବା ସହ ପଞ୍ଚାୟତ ବାସୀ ସ୍ବଇଛାରେ ଉପଯୁକ୍ତ ପ୍ରାର୍ଥୀକୁ ଭୋଟ ଦେଇ ବିଜୟୀ କରନ୍ତୁ ବୋଲି ନିଜ ବକ୍ତବ୍ୟରେ ମୁଖ୍ୟଅତିଥି ଶ୍ରୀ ତ୍ରୀପାଠୀ  ଆହ୍ବାନ ଦେଇଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ଶୁଭ୍ରାଞ୍ଜଳି ପ୍ରଧାନ,ହବାକ୍ ଉଚ୍ଚ ବିଦ୍ୟାଳୟର ଏନସିସି ଶିକ୍ଷକ ବିଜୟ କୁମାର ମିଶ୍ର, କଳିଙ୍ଗ ମହାବିଦ୍ୟାଳୟର ପିଇଟି ଅଧ୍ୟାପକ ସରୋଜ କୁମାର ଦାସ ଉପସ୍ଥିତ ଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories