www.samajalive.in
Monday, December 8, 2025
20.1 C
Bhubaneswar

ଶିବରାଜଙ୍କୁ ଘୋଷଣା ଯନ୍ତ୍ର କହିଲେ ରାହୁଲ ଗାନ୍ଧି

ଭୋପାଳ : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ମଧ୍ୟପ୍ରଦେଶ ବିଧାନଭା ନିର୍ବାଚନ ପାଇଁ ସୋମବାରଠାରୁ ଭୋପାଳଠାରେ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ରାହୁଲ ୧୨ କିଲୋମିଟର ଦୀର୍ଘ ଏକ ଶୋଭାଯାତ୍ରା କରିଥିଲେ। ଶୋଭାଯାତ୍ରା ପରେ ଏକ ସାଧାରଣ ସଭାରେ ଉଦ୍‍ବୋଧନ ଦେଇ ରାହୁଲ କହିଥିଲେ ଯେ କ୍ରିକେଟରେ ସଚିନ୍‍ ତେନ୍ଦୁଲକରଙ୍କୁ ଯେପରି ରନ୍‍ ଯନ୍ତ୍ର କୁହାଯାଏ ସେପରି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ଘୋଷଣା ଯନ୍ତ୍ର କୁହାଯାଏ। ହେଲେ କଂଗ୍ରେସ କେବେ ବି ମୂଲ୍ୟହୀନ ଘୋଷଣା କରେନାହିଁ ବୋଲି ସେ ଦୃଢୋକ୍ତି ବ୍ୟକ୍ତ କରିଥିଲେ। କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ ଏହା ହେଉଛି ରାହୁଲ ଗାନ୍ଧୀଙ୍କ ପ୍ରଥମ ଭୋପାଳ ଗସ୍ତ।

Hot this week

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories