www.samajalive.in
Wednesday, December 10, 2025
14.1 C
Bhubaneswar

ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ, ପୁରୀ, ରାୟଗଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ, ଭଦ୍ରକ, ଯାଜପୁର, ଜଗତସିଂପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରନ୍ତଙ୍କ ଜୀବନ ନେଇଛି ମହାମାରୀ ଭୂତାଣୁ । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ ହଜାର ୫୬୦କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମଣ ଗତ କିଛିଦିନ ହେବ କମ୍‍ ରହୁଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories