www.samajalive.in
Saturday, December 6, 2025
23.1 C
Bhubaneswar

ରାଜଗାଙ୍ଗପୁର ଲ୍ୟାମ୍ପସର ପରିଚାଳନା ନିର୍ଦେଶକଙ୍କ ଘରେ ଭିଜିଲାନ୍ସ ଚଡାଉ

ରାଜଗାଙ୍ଗପୁର ଲ୍ୟାମ୍ପସର ପରିଚାଳନା ନିର୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଡାଉ କରାଯାଇଛି । ରାଜଗାଙ୍ଗପୁର ଭଟ୍ଟାପଡା ସ୍ଥିତ ତାଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଡାଉ କରାଯାଇଛି । ରାଉରକେଲା, ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଦୁର୍ନୀତି ନିବାରଣ ବିଭାଗ କର୍ମଚାରୀମାନେ ମିଳିତ ଭାବରେ ଏହି ଚଡାଉରେ କୋଡିଏ ଜଣିଆ ଟିମ ସାମିଲ ହୋଇଛନ୍ତି।  ଦୀର୍ଘ ୧୫ ବର୍ଷ ହେବ ସେ ରାଜଗାଙ୍ଗପୁର ଲ୍ୟାମ୍ପସରେ କାର୍ଯ୍ୟରତ ଅଛନ୍ତି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories