www.samajalive.in
Monday, December 8, 2025
14.1 C
Bhubaneswar

ମଦ ଜବତ  ; ଜଣେ ଗିରଫ 

ବେଗୁନିଆ : ବେଗୁନିଆ ଥାନା ଧଳାପଥର ଫାଣ୍ଡି ଅନ୍ତର୍ଗତ ଧଳାପଥର ବସଷ୍ଟାଣ୍ଡ ଭିତରେ ଆଜି ସକାଳୁ କଳାପଥର ଗ୍ରାମର ଜନୈକ ବ୍ୟକ୍ତି ଦେଶୀ ମଦ ବିକ୍ରି କରୁଥିବାବେଳେ ପୁଲିସ ଖବର ପାଇ ସେଠାରେ ଚଢ଼ାଉ କରି ମଦ ଜବତ କରିବା ସହିତ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।କଳାପଥର ଗ୍ରାମର ପ୍ରଭାକର ସାହୁ ଆଜି ସକାଳେ ୫ ଟି ଦୁଇ ଲିଟର ଥଣ୍ଡା ବଟଲ ରେ ୧୦ ଲିଟର ଦେଶୀ ମଦ ଭର୍ତ୍ତି କରି ଆଣି ବିକିବା ସମୟରେ ପୁଲିସ ସେଠାରେ ଚଢ଼ାଉ କରି ମଦ ଜବତ କରିବା ସହିତ ତାଙ୍କୁ ଗିରଫ କରିଥିଲା । ଏ ଏସ ଆଇ ଭୁବନ ବେହେରା ମୋକଦମା ରୁଜୁ କରି ଆଜି କୋର୍ଟ ଚାଲାଣ କରିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories