www.samajalive.in
Monday, December 8, 2025
24.1 C
Bhubaneswar

ଦୁଇ ମାସ ମଧ୍ୟରେ ସ୍କୁଲ ଖୋଲ ; ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଦୁଇ ମାସ ମଧ୍ୟରେ ସ୍କୁଲ ଖୋଲ। ଏନେଇ ଆଜି ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କୋଭିଡ କଟକଣାରେ ସ୍କୁଲ ଖୋଲିବାକୁ ହାଇକୋର୍ଟରେ ଆବେଦନ ମାମଲାରେ ଆବେଦନ ଆଧାରରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
କରୋନା ମହାମାରୀ ପାଇଁ କଟକଣା ମଧ୍ୟରେ ବିିଭିନ୍ନ ଅନୁଷ୍ଠାନ, ଦୋକାନ ବଜାର ଖୋଲା ଯାଇଥିଲା। ଏହାସହ କଟକଣା ମଧ୍ୟରେ ଷଷ୍ଠ ରୁ ଦଶମ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଖୋଲାଯାଇଥିଲା। ମାତ୍ର ପୁନଃ କରୋନା ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ବିଦ୍ୟାଳୟ,ମହାବିଦ୍ୟାଳୟ ପୁଣି ବନ୍ଦ କରାଯାଇଥିଲା।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories