www.samajalive.in
Tuesday, December 9, 2025
17.1 C
Bhubaneswar

ବିଦ୍ୟୁତ ଆଘାତରେ ଶ୍ରମିକ ଗରୁତର

ପାତ୍ରପୁର: ପାତ୍ରପୁର ତଳ ବସଷ୍ଟାଣ୍ଡ ଠାରେ ଘରେ ରଙ୍ଗ ମାରୁଥିବା ବେଳେ ବିଦ୍ୟୁତ ତାର ଲାଗି ଜଣେ ଶ୍ରମିକ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଜଣକ ହେଲେ ଆର୍. ସୁନାପୁର ଗ୍ରାମର ଗୋବିନ୍ଦ ରାଉଳ (୩୫)। ଗୋବିନ୍ଦ ପାତ୍ରପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ରଙ୍ଗ ମାରୁଥିବା ବେଳେ ଘର ଉପର ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ତଳେ କଚାଡି ହୋଇ ପଡିଥିଲେ। ତୁରନ୍ତ ସ୍ଥାନୀୟ ଲୋକମନେ ତାଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ୟାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ପରେ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories